ଦ୍ଵିତୀୟ ବିବରଣ 1:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଉପରକୁ ଚଢ଼ିଗଲ। Viz kapitolaଓଡିଆ ବାଇବେଲ43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ। Viz kapitolaପବିତ୍ର ବାଇବଲ43 “ମୁଁ ତୁମ୍ଭମାନଙ୍କୁ ଏହା କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କର ଆଦେଶ ବିରୁଦ୍ଧରେ ବିଦ୍ରୋହ କଲ। ନିଜ ବଳରେ ଯୁଦ୍ଧ କରିବା ପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଚଢ଼ିଲ। Viz kapitola |