ଦ୍ଵିତୀୟ ବିବରଣ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର। Viz kapitolaଓଡିଆ ବାଇବେଲ8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।” Viz kapitolaପବିତ୍ର ବାଇବଲ8 ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛୁ, ଏହାସବୁ ତୁମ୍ଭମାନଙ୍କର, ଯାଅ ଏବଂ ଏହାକୁ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ଯଥା: ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଏହା ଦେବା ପାଇଁ ଶପଥ କରିଥିଲୁ, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ବଂଶଧରମାନଙ୍କୁ ଏହି ଦେଶମାନ ଦେବା ପାଇଁ ଶପଥ କରିଥିଲୁ।’” Viz kapitola |