ଦ୍ଵିତୀୟ ବିବରଣ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର, Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସେବା କରିବାର, Viz kapitolaଓଡିଆ ବାଇବେଲ12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର, Viz kapitolaପବିତ୍ର ବାଇବଲ12 “ଏବେ ହେ ଇସ୍ରାଏଲ, ଶୁଣ! ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାସ୍ତବରେ ତୁମ୍ଭଠାରୁ କ’ଣ ଗ୍ଭହାନ୍ତି ଜାଣ? ସେ ଗ୍ଭହାନ୍ତି ତାଙ୍କର ବାକ୍ୟ ଅନୁସାରେ କର୍ମମାନ କର। ବିଧି ନିୟମ ପାଳନ କର। ପରମେଶ୍ୱର ଗ୍ଭହାନ୍ତି ତୁମ୍ଭେମାନେ ଅନ୍ତକରଣ ସହକାରେ ସଦାପ୍ରଭୁଙ୍କୁ ପ୍ରେମ କର ଓ ତାଙ୍କର ସେବା କର। ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ। Viz kapitola |