Online Bible

- Reklamy -




ଦ୍ଵିତୀୟ ବିବରଣ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।

Viz kapitola kopírovat

ଓଡିଆ ବାଇବେଲ

2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।

Viz kapitola kopírovat

ପବିତ୍ର ବାଇବଲ

2 ଆମ୍ଭେ ଏହି ପ୍ରସ୍ତର ଫଳକରେ ପୂର୍ବପରି ଲେଖିବା, ଏହା ପରେ ଏହି ନୂଆ ପ୍ରସ୍ତରଫଳକ ଦ୍ୱୟକୁ ଏକ ସିନ୍ଦୁକରେ ରଖିବ।’

Viz kapitola kopírovat




ଦ୍ଵିତୀୟ ବିବରଣ 10:2

Následuj nás:

Reklamy


Reklamy