ଦ୍ଵିତୀୟ ବିବରଣ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaଓଡିଆ ବାଇବେଲ20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaପବିତ୍ର ବାଇବଲ20 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ। ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitola |