ଦ୍ଵିତୀୟ ବିବରଣ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitolaଓଡିଆ ବାଇବେଲ22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitolaପବିତ୍ର ବାଇବଲ22 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି। Viz kapitola |