Online Bible

- Reklamy -




ଦ୍ଵିତୀୟ ବିବରଣ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେସମୟରେ ତୁମ୍ଭେ ଗରିଷୀମ୍ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।

Viz kapitola kopírovat

ଓଡିଆ ବାଇବେଲ

29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।

Viz kapitola kopírovat

ପବିତ୍ର ବାଇବଲ

29 “ଆଉ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ସମୟରେ ତୁମ୍ଭମାନଙ୍କୁ ପ୍ରବେଶ କରାଇବେ, ସେ ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ୍ ପର୍ବତରେ ସେହି ଅଭିଶାପ ରଖିବ।

Viz kapitola kopírovat




ଦ୍ଵିତୀୟ ବିବରଣ 11:29

Následuj nás:

Reklamy


Reklamy