ଦ୍ଵିତୀୟ ବିବରଣ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ; Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏନିମନ୍ତେ ଆଜି ମୁଁ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ; Viz kapitolaଓଡିଆ ବାଇବେଲ8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ; Viz kapitolaପବିତ୍ର ବାଇବଲ8 “ତେଣୁ ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ, ମୁଁ ଯାହାସବୁ ତୁମ୍ଭମାନଙ୍କୁ କହିବି। ତେବେ ତୁମ୍ଭେମାନେ ଶକ୍ତିଶାଳୀ ହେବ ଏବଂ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ ତହିଁରେ ପ୍ରବେଶ କରି ଅଧିକାର କରିବ। Viz kapitola |