ଦ୍ଵିତୀୟ ବିବରଣ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ଵାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ। Viz kapitolaଓଡିଆ ବାଇବେଲ15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ। Viz kapitolaପବିତ୍ର ବାଇବଲ15 “ତୁମ୍ଭେମାନେ ଯେଉଁଠାରେ ବାସ କରିବ, ସେଠାରେ ତୁମ୍ଭେମାନେ କୃଷ୍ଣସାର ଓ ମୃଗ ଜାତୀୟ ସୁସ୍ଥ ପ୍ରାଣୀ ବଧ କରି ଆପଣା ଇଚ୍ଛାମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଶୁଚି ଓ ଅଶୁଚି ଲୋକମାନେ ମଧ୍ୟ ଏହି ମାଂସ ଭକ୍ଷ୍ୟଣ କରି ପାରିବେ। Viz kapitola |