ଦ୍ଵିତୀୟ ବିବରଣ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ ଓ ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। Viz kapitolaଓଡିଆ ବାଇବେଲ2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। Viz kapitolaପବିତ୍ର ବାଇବଲ2 ତୁମ୍ଭେମାନେ ଯେଉଁ ଗୋଷ୍ଠୀୟମାନଙ୍କୁ ଅଧିକାର କରିବ, ସେମାନଙ୍କର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁସବୁ ସ୍ଥାନରେ ନିଜ ନିଜ ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। Viz kapitola |