Online Bible

- Reklamy -




ଦ୍ଵିତୀୟ ବିବରଣ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍‍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଯେବେ ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍-ବକ୍ତା ଅବା କୌଣସି ସ୍ଵପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,

Viz kapitola kopírovat

ଓଡିଆ ବାଇବେଲ

1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍‍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,

Viz kapitola kopírovat

ପବିତ୍ର ବାଇବଲ

1 “ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ଯ୍ୟ କର୍ମମାନ ଦେଖାଏ ବା କୌଣସି ଚିହ୍ନ ଦେଖାଏ,

Viz kapitola kopírovat




ଦ୍ଵିତୀୟ ବିବରଣ 13:1

Následuj nás:

Reklamy


Reklamy