ଦ୍ଵିତୀୟ ବିବରଣ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ। Viz kapitolaଓଡିଆ ବାଇବେଲ18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ। Viz kapitolaପବିତ୍ର ବାଇବଲ18 ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଆଜ୍ଞା ମାନ ଯାହା ମୁଁ (ମୋଶା) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟିରେ ଯାହା ଠିକ୍ ତାହା କର। ତାହାହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ। Viz kapitola |