ଦ୍ଵିତୀୟ ବିବରଣ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Viz kapitolaଓଡିଆ ବାଇବେଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା; Viz kapitolaପବିତ୍ର ବାଇବଲ2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ଯଦି ସଫଳ ହୁଏ, ତୁମ୍ଭେ ସେମାନଙ୍କୁ ଜାଣି ନାହିଁ, ଏପରି ଅନ୍ୟ ଦେବଗଣଙ୍କ ବିଷୟରେ କହେ, ‘ଆସ ଆମ୍ଭେମାନେ ସେମାନଙ୍କର ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା।’ Viz kapitola |