ଦ୍ଵିତୀୟ ବିବରଣ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନ କରିବ ଓ ତାହାଙ୍କୁ ଭୟ କରିବ ଓ ତାହାଙ୍କ ଆଜ୍ଞାସବୁ ପାଳନ କରିବ ଓ ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। Viz kapitolaପବିତ୍ର ବାଇବଲ4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ। ତାହାଙ୍କୁ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେବ। ତାଙ୍କର ସେବା କରିବ। ଏବଂ ତାଙ୍କଠାରେ ଆସକ୍ତି ହେବ। Viz kapitola |