ଦ୍ଵିତୀୟ ବିବରଣ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ଭୋଜନ କରିବ। Viz kapitolaଓଡିଆ ବାଇବେଲ20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ। Viz kapitolaପବିତ୍ର ବାଇବଲ20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତୁମ୍ଭର ପରିବାର ସହିତ ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପସ୍ଥିତିରେ ତାହା ଭୋଜନ କରିବ। Viz kapitola |