ଦ୍ଵିତୀୟ ବିବରଣ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଓଡିଆ ବାଇବେଲ6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ6 ତେବେ ତାଙ୍କର ପ୍ରତିଜ୍ଞା ଅନୁସାରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭେମାନେ ଅନେକ ରାଷ୍ଟ୍ରମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭେମାନେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତୁମ୍ଭ ଉପରେ କେହି ଶାସନ କରି ପାରିବେ ନାହିଁ। Viz kapitola |