Online Bible

- Reklamy -




ଦ୍ଵିତୀୟ ବିବରଣ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ଵାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ

7 “ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ବାସ କରିବ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭେମାନେ ସ୍ୱାର୍ଥପର ହେବ ନାହିଁ। ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରିବାକୁ ମନା କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 15:7

Následuj nás:

Reklamy


Reklamy