ଦ୍ଵିତୀୟ ବିବରଣ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୋଟୀର ପର୍ବ ସମୟରେ ଓ ସପ୍ତାହସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ। Viz kapitolaଓଡିଆ ବାଇବେଲ16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ। Viz kapitolaପବିତ୍ର ବାଇବଲ16 “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାରପର୍ବ ଓ ସପ୍ତାହ ସମୂହର ପର୍ବ ସମୟରେ ଓ କୁଟୀର ପର୍ବ ସମୟରେ ମାତ୍ର ସେମାନେ ତୁଚ୍ଛା ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ଉଚିତ୍ ନୁହଁ। Viz kapitola |