ଦ୍ଵିତୀୟ ବିବରଣ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ। Viz kapitolaଓଡିଆ ବାଇବେଲ19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ। Viz kapitolaପବିତ୍ର ବାଇବଲ19 ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Viz kapitola |