Online Bible

- Reklamy -




ଦ୍ଵିତୀୟ ବିବରଣ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଘୃଣା କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

22 କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍‍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।

Viz kapitola kopírovat

ପବିତ୍ର ବାଇବଲ

22 ମୂର୍ତ୍ତିଗୁଡ଼ିକ ସକାଶେ, କୌଣସି କୀର୍ତ୍ତୀସ୍ତମ୍ଭ ସ୍ଥାପନ କର ନାହିଁ, ଯାହାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଘୃଣା କରନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 16:22

Následuj nás:

Reklamy


Reklamy