ଦ୍ଵିତୀୟ ବିବରଣ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Viz kapitolaଓଡିଆ ବାଇବେଲ3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ। Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ ଏହି ପର୍ବରେ ଖମୀର ଭୋଜନ କରିବା ଉଚିତ୍ ନୁହଁ। ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ‘ତାଡ଼ି ଶୂନ୍ୟ ରୋଟୀ’ ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହୋଇ ତୁମ୍ଭେମାନେ ମିଶର ଦେଶ ପରିତ୍ୟାଗ କଲ। ଏହିପରି ଭାବରେ ତୁମ୍ଭ ଜୀବନ ସାରା ମିଶର ଦେଶରୁ ଆସିଥିବା କଥା ମନେ ରଖିବ। Viz kapitola |