ଦ୍ଵିତୀୟ ବିବରଣ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ। Viz kapitolaଓଡିଆ ବାଇବେଲ7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ। Viz kapitolaପବିତ୍ର ବାଇବଲ7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ। Viz kapitola |