ଦ୍ଵିତୀୟ ବିବରଣ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ। Viz kapitolaଓଡିଆ ବାଇବେଲ8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ। Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ। ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ। Viz kapitola |