Online Bible

- Reklamy -




ଦ୍ଵିତୀୟ ବିବରଣ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେ ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯିଏ ଦୁଃସାହସରେ କର୍ମ କରେ, ସେ ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।

Viz kapitola kopírovat

ଓଡିଆ ବାଇବେଲ

12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ

12 “ଯେଉଁ ବ୍ୟକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ଯିଏ କି ଛିଡ଼ା ହୁଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସେବା କରେ, ତାକୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତେଣୁ ତୁମ୍ଭେ ଇସ୍ରାଏଲରୁ କୁକର୍ମ ବାହାର କରିଦେବା ଉଚିତ୍।

Viz kapitola kopírovat




ଦ୍ଵିତୀୟ ବିବରଣ 17:12

Následuj nás:

Reklamy


Reklamy