ଦ୍ଵିତୀୟ ବିବରଣ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ଵ ରଖିବ ନାହିଁ, କିଅବା ଅନେକ ଅଶ୍ଵ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏ ସମୟଠାରୁ ସେ ପଥରେ ଆଉ ଫେରି ଯିବ ନାହିଁ। Viz kapitolaଓଡିଆ ବାଇବେଲ16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ। Viz kapitolaପବିତ୍ର ବାଇବଲ16 କିନ୍ତୁ ସେହି ରାଜା ନିଜ ପାଇଁ ଅନେକ ଅଶ୍ୱ ରଖିବ ନାହିଁ। କିଅବା ଅନେକ ଅଶ୍ୱ ରଖିବା ନିମନ୍ତେ ଲୋକମାନଙ୍କୁ ମିଶରକୁ ପଠାଇବ ନାହିଁ। କାରଣ ସଦାପ୍ରଭୁ କହିଛନ୍ତି, ‘ଏହି ସମୟଠାରୁ ତୁମ୍ଭେମାନେ ଆଉ ଏ ପଥରେ ଫେରିବ ନାହିଁ।’ Viz kapitola |