ଦ୍ଵିତୀୟ ବିବରଣ 17:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଲେଖି ରଖିବ। Viz kapitolaଓଡିଆ ବାଇବେଲ18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ। Viz kapitolaପବିତ୍ର ବାଇବଲ18 “ଏବଂ ସେ ଯେତେବେଳେ ଶାସନ କରିବାକୁ ସିଂହାସନରେ ବସେ, ଲେବୀୟ ଯାଜକମାନେ ରଖିଥିବା ନଳାକାର ନିୟମ ପୁସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍। Viz kapitola |