Online Bible

- Reklamy -




ଦ୍ଵିତୀୟ ବିବରଣ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ, ନାହିଁ ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।

Viz kapitola kopírovat

ଓଡିଆ ବାଇବେଲ

20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ।

Viz kapitola kopírovat

ପବିତ୍ର ବାଇବଲ

20 ତାଙ୍କର ହୃଦୟ ଅହଙ୍କାରି ହେବା ଉଚିତ୍ ନୁହଁ। ସେ ନିୟମରୁ ବିମୁଖ ହେବା ଉଚିତ୍ ନୁହଁ। ନିୟମକୁ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତେବେ ସେ ଓ ତା'ର ଭବିଷ୍ୟଦ୍ ବଂଶଧରମାନେ ଇସ୍ରାଏଲରେ ବହୁଦିନ ଧରି ରାଜତ୍ୱ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 17:20

Následuj nás:

Reklamy


Reklamy