ଦ୍ଵିତୀୟ ବିବରଣ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ; Viz kapitolaପବିତ୍ର ବାଇବଲ (Re-edited) - (BSI)3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକି ପୂଜା କରିଥାଏ; Viz kapitolaଓଡିଆ ବାଇବେଲ3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ; Viz kapitolaପବିତ୍ର ବାଇବଲ3 ଏବଂ ଅନ୍ୟ ଦେବଗଣର ସେବା କରନ୍ତି ଓ ସୂର୍ଯ୍ୟ, ଚନ୍ଦ୍ର କିଅବା କୌଣସି ଆକାଶୀୟ ବାହିନୀକୁ ପୂଜା କରନ୍ତି ଯାହା ମୁଁ ଆଦେଶ ଦେଇ ନାହିଁ। Viz kapitola |