Online Bible

- Reklamy -




ଦ୍ଵିତୀୟ ବିବରଣ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତାହାର ପ୍ରାଣଦଣ୍ତ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ଓଡିଆ ବାଇବେଲ

7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ

7 ସାକ୍ଷୀମାନେ ପ୍ରଥମେ ସେହି ଲୋକକୁ ମାରିବା ପାଇଁ ପ୍ରଥମେ ପଥର ଫିଙ୍ଗିବେ। ଏହା ପରେ ଅନ୍ୟ ସମସ୍ତ ଲୋକେ ତାକୁ ପଥରମାନ ଫିଙ୍ଗି ମାରିବେ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଷ୍ଟ ଲୋକମାନଙ୍କୁ ବାହାର କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 17:7

Následuj nás:

Reklamy


Reklamy