ଦ୍ଵିତୀୟ ବିବରଣ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେପରି କରିବାକୁ ଦେଇ ନାହାନ୍ତି। Viz kapitolaଓଡିଆ ବାଇବେଲ14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି। Viz kapitolaପବିତ୍ର ବାଇବଲ14 “ସେହି ଅନ୍ୟ ଦେଶୀୟ ଲୋକମାନଙ୍କୁ ଯେଉଁମାନଙ୍କୁ ତୁମ୍ଭେମାନେ ଦେଶରୁ ତଡ଼ି ଦେଉଛ। ସେହି ଲୋକମାନେ ମନ୍ତ୍ରଜ୍ଞମାନଙ୍କର ଯାଦୁକାରୀ କଥା ଶୁଣନ୍ତି। କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ଏପରି କରିବାକୁ ଦେବେ ନାହିଁ। Viz kapitola |