ଦ୍ଵିତୀୟ ବିବରଣ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitolaଓଡିଆ ବାଇବେଲ15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟଦ୍ବକ୍ତାଙ୍କୁ ପଠାଇବେ। ଏହି ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ମଧ୍ୟରୁ ବାଛିବେ। ସେ ମୋ’ ତୁଲ୍ୟ ହେବ। ତୁମ୍ଭେମାନେ ସେହି ଭବିଷ୍ୟଦ୍ବକ୍ତାଙ୍କ କଥାକୁ ପାଳନ କରିବ। Viz kapitola |