Online Bible

- Reklamy -




ଦ୍ଵିତୀୟ ବିବରଣ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।

Viz kapitola kopírovat

ଓଡିଆ ବାଇବେଲ

16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।

Viz kapitola kopírovat

ପବିତ୍ର ବାଇବଲ

16 ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବେ। କାରଣ ତୁମ୍ଭେମାନେ ଏପରି କରିବାକୁ କହିଥିଲ। ଯେତେବେଳେ ତୁମ୍ଭେମାନେ ହୋରେବ ପର୍ବତ ନିକଟରେ ଏକତ୍ରିତ ହୋଇଥିଲ, ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯେମନ୍ତ ମରୁ, ‘ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ବାକ୍ୟ ପୁନର୍ବାର ନ ଶୁଣୁ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖୁ, ନଚେତ୍ ଆମ୍ଭେ ସବୁ ମରିଯିବୁ।’

Viz kapitola kopírovat




ଦ୍ଵିତୀୟ ବିବରଣ 18:16

Následuj nás:

Reklamy


Reklamy