ଦ୍ଵିତୀୟ ବିବରଣ 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ। Viz kapitolaଓଡିଆ ବାଇବେଲ20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ। Viz kapitolaପବିତ୍ର ବାଇବଲ20 “କିନ୍ତୁ ଯେତେବେଳେ ଜଣେ ଭବିଷ୍ୟଦ୍ବକ୍ତା ମୋ’ ନାମରେ କୌଣସି ଅନୁଚିତ୍ କଥା କହେ, ଯାହା ମୁଁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦେଇ ନାହିଁ। ସେହି ଭବିଷ୍ୟଦ୍ବକ୍ତାର ମୃତ୍ୟୁଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତେକ ଭବିଷ୍ୟଦ୍ବକ୍ତା ଅନ୍ୟ ଦେବଗଣଙ୍କ ନାମରେ କହନ୍ତି, ତେବେ ସେହି ଭବିଷ୍ୟଦ୍ବକ୍ତାଗଣ ନିଶ୍ଚୟ ମୃତ୍ୟୁଦଣ୍ତ ପାଇବେ। Viz kapitola |