Online Bible

- Reklamy -




ଦ୍ଵିତୀୟ ବିବରଣ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

22 କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

22 ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା କହେ ସେ ସଦାପ୍ରଭୁଙ୍କ ନାମ ଅନୁସାରେ କହୁଅଛି, କିନ୍ତୁ ସେପରି ଯଦି କିଛି ନ ହୁଏ, ତେବେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ଏପରି କହି ନାହାନ୍ତି। ତୁମ୍ଭେମାନେ ଏହା ଜାଣିବ ଯେ ସେହି ଭବିଷ୍ୟ‌ଦ୍‌ବକ୍ତା ଜଣକ ତାଙ୍କର ମନରୁ ଏପରି କହୁଛନ୍ତି। ତୁମ୍ଭେମାନେ ଏପରି ଲୋକମାନଙ୍କୁ ଭୟ କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 18:22

Následuj nás:

Reklamy


Reklamy