Online Bible

- Reklamy -




ଦ୍ଵିତୀୟ ବିବରଣ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

9 “ତୁମ୍ଭେମାନେ ଯେତେବେଳେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତୁଲ୍ୟ ଘୃଣ୍ୟ କାର୍ଯ୍ୟଗୁଡ଼ିକ କରିବାକୁ ତୁମ୍ଭେମାନେ ଶିଖିବା ଉଚିତ୍ ନୁହେଁ।

Viz kapitola kopírovat




ଦ୍ଵିତୀୟ ବିବରଣ 18:9

Následuj nás:

Reklamy


Reklamy