ଦ୍ଵିତୀୟ ବିବରଣ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ। Viz kapitolaଓଡିଆ ବାଇବେଲ10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ। Viz kapitolaପବିତ୍ର ବାଇବଲ10 ତେବେ ଆଉ ନିରୀହ ଲୋକ କେହି ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ମୃତ୍ୟୁବରଣ କରିବେ ନାହିଁ। ଏବଂ ତୁମ୍ଭେମାନେ ନିରୀହମାନଙ୍କର ରକ୍ତପାତରେ ଦୋଷୀ ହେବ ନାହିଁ। Viz kapitola |