ଦ୍ଵିତୀୟ ବିବରଣ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ। Viz kapitolaଓଡିଆ ବାଇବେଲ15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ। Viz kapitolaପବିତ୍ର ବାଇବଲ15 “ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା'ର ଦୋଷ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ଯଥେଷ୍ଟ ନୁହେଁ। ସେହି ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଦୁଇଟି, ତିନୋଟି ସାକ୍ଷୀ ଯଥେଷ୍ଟ ହେବ। Viz kapitola |