ଦ୍ଵିତୀୟ ବିବରଣ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସମୁଦ୍ର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ମୋ’ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା। Viz kapitolaପବିତ୍ର ବାଇବଲ1 “ଏହା ପରେ ସଦାପ୍ରଭୁ ଯେପରି କହିଲେ, ଆମ୍ଭେମାନେ ସେହିପରି କଲୁ। ଆମ୍ଭେମାନେ ସୂଫସାଗର ମଧ୍ୟଦେଇ ମରୁଭୂମି ଆଡ଼େ ଯାତ୍ରା କଲୁ। ଆମ୍ଭେମାନେ ସେୟୀର ପର୍ବତରେ ବହୁତ ଦିନ ଧରି ଭ୍ରମଣ କଲୁ। Viz kapitola |