ଦ୍ଵିତୀୟ ବିବରଣ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ; Viz kapitolaଓଡିଆ ବାଇବେଲ20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ; Viz kapitolaପବିତ୍ର ବାଇବଲ20 ସେହି ଦେଶ ରଫାୟୀୟମାନଙ୍କ ଦେଶଭାବେ ଜଣାଶୁଣା। ଅତୀତରେ ରଫାୟୀୟମାନେ ସେଠାରେ ବାସ କରୁଥିଲେ। ଅମ୍ମୋନ ଲୋକମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହୁଥିଲେ। Viz kapitola |