ଦ୍ଵିତୀୟ ବିବରଣ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି, Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତ ଦ୍ଵାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି, Viz kapitolaଓଡିଆ ବାଇବେଲ26 ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି, Viz kapitolaପବିତ୍ର ବାଇବଲ26 “ଯେତେବେଳେ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତଦ୍ୱାରା ଶାନ୍ତିବାର୍ତ୍ତା ପଠାଇଲି। ସେମାନେ କହିଲେ, Viz kapitola |