ଦ୍ଵିତୀୟ ବିବରଣ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ। Viz kapitolaଓଡିଆ ବାଇବେଲ30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ। Viz kapitolaପବିତ୍ର ବାଇବଲ30 “କିନ୍ତୁ ହିଷ୍ବୋନର ରାଜା ସୀହୋନ୍ ତାଙ୍କ ଦେଶ ମଧ୍ୟଦେଇ ଆମ୍ଭମାନଙ୍କୁ ଯିବାକୁ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ହୃଦୟ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭେମାନେ ସୀହୋନକୁ ପରାସ୍ତ କରି ପାରିବ, ଏବଂ ଆଜି ଆମ୍ଭେ ଜାଣିଲୁ ବାସ୍ତବରେ କ’ଣ ସବୁ ଘଟିଲା। Viz kapitola |