Online Bible

- Reklamy -




ଦ୍ଵିତୀୟ ବିବରଣ 2:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି; ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।

Viz kapitola kopírovat

ଓଡିଆ ବାଇବେଲ

31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”

Viz kapitola kopírovat

ପବିତ୍ର ବାଇବଲ

31 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ସୀହୋନ ଏବଂ ତାଙ୍କର ରାଜାଙ୍କୁ ସମର୍ପଣ କରିବା। ବର୍ତ୍ତମାନ ଯାଅ ସେହି ଦେଶକୁ ଅଧିକାର କର!’

Viz kapitola kopírovat




ଦ୍ଵିତୀୟ ବିବରଣ 2:31

Následuj nás:

Reklamy


Reklamy