ଦ୍ଵିତୀୟ ବିବରଣ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ଵ ଓ ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି। Viz kapitolaଓଡିଆ ବାଇବେଲ1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି। Viz kapitolaପବିତ୍ର ବାଇବଲ1 “ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି। Viz kapitola |