ଦ୍ଵିତୀୟ ବିବରଣ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ଵାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭକୁ କର ଦେବେ ଓ ତୁମ୍ଭର ସେବା କରିବେ। Viz kapitolaଓଡିଆ ବାଇବେଲ11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ। Viz kapitolaପବିତ୍ର ବାଇବଲ11 ଯଦି ସେମାନେ ତୁମ୍ଭମାନଙ୍କ ସନ୍ଧିରେ ରାଜି ହୋଇ ତୁମ୍ଭମାନଙ୍କ ନଗର ଗୁଡ଼ିକ ପାଇଁ ଦ୍ୱାର ଉନ୍ମୁକ୍ତ କରନ୍ତି, ତେବେ ସେହି ସହରର ସମସ୍ତ ଲୋକମାନେ ତୁମ୍ଭ ପାଇଁ କାମ କରିବାକୁ ବାଧ୍ୟ ଏବଂ ତୁମ୍ଭମାନଙ୍କର ଦାସ ହେବେ। Viz kapitola |