ଦ୍ଵିତୀୟ ବିବରଣ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ଼୍ଗଧାରରେ ବଧ କରିବ। Viz kapitolaଓଡିଆ ବାଇବେଲ13 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ। Viz kapitolaପବିତ୍ର ବାଇବଲ13 ଯେତେବେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଣ୍ଡାରେ ହାଣି ହତ୍ୟା କରିବ। Viz kapitola |