ଦ୍ଵିତୀୟ ବିବରଣ 20:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ଵାରା ସେଠା ବୃକ୍ଷମାନ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରିପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ କି ମନୁଷ୍ୟ ଯେ, ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ? Viz kapitolaଓଡିଆ ବାଇବେଲ19 ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ ? Viz kapitolaପବିତ୍ର ବାଇବଲ19 “ଯେତେବେଳେ ତୁମ୍ଭେମାନେ ବାହୁବଳଦ୍ୱାରା ଅବରୋଧ କରିବ। ସେତେବେଳେ ତୁମ୍ଭେମାନେ ନଗରମାନଙ୍କରେ ଥିବା ଗଛମାନଙ୍କୁ କାଟିବ ନାହିଁ। ତୁମ୍ଭେମାନେ ତାହାର ଫଳ ଖାଇ ପାରିବ। ସେହି ବୃକ୍ଷମାନେ ତୁମ୍ଭର ଶତ୍ରୁ ନୁହନ୍ତି ତେଣୁ ସେମାନଙ୍କୁ ତୁମ୍ଭେ କାଟିବ ନାହିଁ। Viz kapitola |