ଦ୍ଵିତୀୟ ବିବରଣ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Viz kapitolaଓଡିଆ ବାଇବେଲ3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ3 ‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ। Viz kapitola |