ଦ୍ଵିତୀୟ ବିବରଣ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ। Viz kapitolaଓଡିଆ ବାଇବେଲ5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ। Viz kapitolaପବିତ୍ର ବାଇବଲ5 “ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ‘ଯେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକୁ ଯାଉ। ନଚେତ୍ ସେ ଯେବେ ମରିଯାଏ, ତେବେ ଅନ୍ୟ ଲୋକ ସେ ଗୃହରେ ପ୍ରବେଶ କରିବ। Viz kapitola |