ଦ୍ଵିତୀୟ ବିବରଣ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକି ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକି ଆଣି ସେଠାରେ ତାହାର ବେକ ଭାଙ୍ଗିବେ। Viz kapitolaଓଡିଆ ବାଇବେଲ4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ। Viz kapitolaପବିତ୍ର ବାଇବଲ4 ସେହି ନଗରର ପ୍ରାଚୀନବର୍ଗମାନେ ସେହି ବାଛୁରିକୁ ଏକ ଜଳ ଉପତ୍ୟକାକୁ ନେବେ ଯେଉଁଠାରେ ଜଳପ୍ଳାବିତ ହେଉଥିବ ଓ ସେହି ସ୍ଥାନ କେବେ ଗ୍ଭଷ କରାଯାଇ ନ ଥିବ କିଅବା କୌଣସି ବୃକ୍ଷ ସେଠାରେ ଲଗାଯାଇ ନ ଥିବ। ଏହା ପରେ ସେହି ଉପତ୍ୟକାରେ ଉକ୍ତ ବାଛୁରିଟିର ବେକକୁ ଭାଙ୍ଗି ଦେବେ। Viz kapitola |