ଦ୍ଵିତୀୟ ବିବରଣ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaଓଡିଆ ବାଇବେଲ6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaପବିତ୍ର ବାଇବଲ6 ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ। Viz kapitola |